Psalms 35:21 — Compare Translations
5 translations compared side by side
Odia - 1840
"ମାରେ ଶତ୍ରୁମାନେ ମାେ ବିରୁଦ୍ଧରେ ମନ୍ଦ କଥାମାନ କହନ୍ତି। ସମାନେେ ମିଛରେ କହନ୍ତି, ଆମ୍ଭେ ଜାଣୁ ତୁମ୍ଭେ କ'ଣ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ସେମାନେ ମୋʼ ବିରୁଦ୍ଧରେ ଆପଣା ଆପଣା ମୁଖ ବଡ଼ କରି ମେଲା କଲେ; ସେମାନେ କହିଲେ, ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ମନ୍ଦ କଥାମାନ କହନ୍ତି। ସେମାନେ ମିଛରେ କହନ୍ତି, “ଆମ୍ଭେ ଜାଣୁ ତୁମ୍ଭେ କ’ଣ କରୁଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ସେମାନେ ମୋʼ ବିରୁଦ୍ଧରେ କଥା କହିଲେ; ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।”
Odia IRV 2017 (ଓଡିଆ ବାଇବେଲ)
ହଁ, ସେମାନେ ମୋ’ ବିରୁଦ୍ଧରେ କଥା କହିଲେ; ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।”