Psalms 35:22 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ନିଶ୍ଚଯ ତୁମ୍ଭେ ତାହା ଦେଖୁଅଛ, ୟାହାସବୁ ଘଟି ଯାଉଛି। ତଣେୁ ତୁମ୍ଭେ ନୀରବ ରୁହ ନାହିଁ। ମାେତେ ପରିତ୍ଯାଗ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୋ, ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ତାହା ଦେଖୁଅଛ, ଯାହାସବୁ ଘଟି ଯାଉଛି। ତେଣୁ ତୁମ୍ଭେ ନୀରବ ରୁହ ନାହିଁ। ମୋତେ ପରିତ୍ୟାଗ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୋ, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୁ, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।