Psalms 35:23 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ ଜାଗ୍ରତ ହୁଅ, ଉଠ। ମାରେ ପରମେଶ୍ବର ଓ ମାରେ ସଦାପ୍ରଭୁ, ମାେ ପାଇଁ ସଂଗ୍ରାମ କର ଏବଂ ମାେତେ ନ୍ଯାଯ ପ୍ରଦାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପରମେଶ୍ଵର, ହେ ମୋହର ପ୍ରଭୋ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ଜାଗ୍ରତ ହୁଅ, ଉଠ। ମୋର ପରମେଶ୍ୱର ଓ ମୋର ସଦାପ୍ରଭୁ, ମୋ’ ପାଇଁ ସଂଗ୍ରାମ କର ଏବଂ ମୋତେ ନ୍ୟାୟ ପ୍ରଦାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପରମେଶ୍ୱର, ହେ ମୋହର ପ୍ରଭୋ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପରମେଶ୍ୱର, ହେ ମୋହର ପ୍ରଭୁ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ।