Psalms 35:24 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ ମାରେ ପରମେଶ୍ବର, ତୁମ୍ଭର ନ୍ଯାଯରେ ମାରେ ବିଚାର କର। ସହେି ଲୋକମାନଙ୍କୁ ମାେତେ ପରିହାସ କରିବାକୁ ଦିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୋହର ପରମେଶ୍ଵର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର ଓ ସେମାନଙ୍କୁ ମୋʼ ଉପରେ ଆନନ୍ଦ କରିବାକୁ ଦିଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ମୋର ପରମେଶ୍ୱର, ତୁମ୍ଭର ନ୍ୟାୟରେ ମୋର ବିଗ୍ଭର କର। ସେହି ଲୋକମାନଙ୍କୁ ମୋତେ ପରିହାସ କରିବାକୁ ଦିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର ଓ ସେମାନଙ୍କୁ ମୋʼ ଉପରେ ଆନନ୍ଦ କରିବାକୁ ଦିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋହର ପରମେଶ୍ୱର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର ଓ ସେମାନଙ୍କୁ ମୋ’ ଉପରେ ଆନନ୍ଦ କରିବାକୁ ଦିଅ ନାହିଁ।