Psalms 35:25 — Compare Translations
5 translations compared side by side
Odia - 1840
"ସହେି ଲୋକମାନଙ୍କୁ କହିବାକୁ ଦିଅ ନାହିଁ, ୟାହା ଆମ୍ଭେ ଚାହିଁଥିଲୁ ତାହା ଆମ୍ଭେ ପାଇଲୁ। ସଦାପ୍ରଭୁ, ସମାନେେ କୁହନ୍ତୁ ନାହିଁ, ଆମ୍ଭେ ତାକୁ ଧ୍ବଂସ କରିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା, ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ ବୋଲି ସେମାନେ ନ କହନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନଙ୍କୁ କହିବାକୁ ଦିଅ ନାହିଁ, “ଯାହା ଆମ୍ଭେ ଗ୍ଭହିଁଥିଲୁ ତାହା ଆମ୍ଭେ ପାଇଲୁ।” ସଦାପ୍ରଭୁ, ସେମାନେ କୁହନ୍ତୁ ନାହିଁ, “ଆମ୍ଭେ ତାକୁ ଧ୍ୱଂସ କରିଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା,” ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; “ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ” ବୋଲି ସେମାନେ ନ କହନ୍ତୁ।
Odia IRV 2017 (ଓଡିଆ ବାଇବେଲ)
“ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା,” ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; “ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ” ବୋଲି ସେମାନେ ନ କହନ୍ତୁ।