Psalms 35:26 — Compare Translations
5 translations compared side by side
Odia - 1840
"ମୁଁ ଆଶା କରୁଛି ମାରେ ଶତ୍ରୁମାନେ ଲଜ୍ଜିତ ହବେେ ଓ ନିରାଶ ହବେେ। ଯେତବେେଳେ ମାେ ଉପରେ ବିପଦ ପଡ଼େ ସହେି ଲୋକମାନେ ଖୁସି ହୁଅନ୍ତି। ସମାନେେ ଭାବନ୍ତି ସମାନେେ ମାଠାରୁେ ଭଲ। ତଣେୁ ସହେି ଲୋକମାନଙ୍କର ମୁହଁ ଲଜ୍ଜା ଓ କାଳିମାରେ ଘାଡ଼ୋଇ ହାଇଯୋଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ମୋʼ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ଘାବରା ହେଉନ୍ତୁ; ଯେଉଁମାନେ ମୋʼ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆଶା କରୁଛି ମୋର ଶତ୍ରୁମାନେ ଲଜ୍ଜିତ ହେବେ ଓ ନିରାଶ ହେବେ। ଯେତେବେଳେ ମୋ’ ଉପରେ ବିପଦ ପଡ଼େ ସେହି ଲୋକମାନେ ଖୁସୀ ହୁଅନ୍ତି। ସେମାନେ ଭାବନ୍ତି ସେମାନେ ମୋ’ଠାରୁ ଭଲ। ତେଣୁ ସେହି ଲୋକମାନଙ୍କର ମୁହଁ ଲଜ୍ଜା ଓ କାଳିମାରେ ଘୋଡ଼ାଇ ହୋଇଯାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ମୋʼ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ; ଯେଉଁମାନେ ମୋʼ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ମୋ’ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ; ଯେଉଁମାନେ ମୋ’ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ।