Psalms 35:27 — Compare Translations

5 translations compared side by side

Odia - 1840
"କିଛି ଲୋକ ଚାହାଁନ୍ତି ଭଲ ଘଟଣା ମାେ ଜୀବନରେ ଘଟୁ। ମୁଁ ଆଶା କରେ, ସହେି ଲୋକମାନେ ଅତି ଆନନ୍ଦିତ ଅଟନ୍ତି। କାରଣ ସହେି ଲୋକମାନେ ସର୍ବଦା କୁହନ୍ତି, ସଦାପ୍ରଭୁ ହେଉଛନ୍ତି ମହାନ୍। ସେ ଚାହାଁନ୍ତି ତାଙ୍କର ଭୃତ୍ଯମାନଙ୍କର ସର୍ବଦା ମଙ୍ଗଳ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ମୋʼ ଧର୍ମରେ ସନ୍ତୁଷ୍ଟ, ସେମାନେ ଆନନ୍ଦଧ୍ଵନି କରି ଆହ୍ଲାଦିତ ହେଉନ୍ତୁ; ଆପଣା ଦାସର ସମୃଦ୍ଧିରେ ସନ୍ତୁଷ୍ଟ ସଦାପ୍ରଭୁ ମହିମାନ୍ଵିତ ହେଉନ୍ତୁ ବୋଲି ସେମାନେ ନିରନ୍ତର କହନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
କିଛି ଲୋକ ଗ୍ଭହାନ୍ତି ଭଲ ଘଟଣା ମୋ’ ଜୀବନରେ ଘଟୁ। ମୁଁ ଆଶା କରେ, ସେହି ଲୋକମାନେ ଅତି ଆନନ୍ଦିତ ଅଟନ୍ତି। କାରଣ ସେହି ଲୋକମାନେ ସର୍ବଦା କୁହନ୍ତି, “ସଦାପ୍ରଭୁ ହେଉଛନ୍ତି ମହାନ। ସେ ଗ୍ଭହାନ୍ତି ତାଙ୍କର ଭୃତ୍ୟମାନଙ୍କର ସର୍ବଦା ମଙ୍ଗଳ ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ମୋʼ ଧର୍ମରେ ସନ୍ତୁଷ୍ଟ, ସେମାନେ ଆନନ୍ଦଧ୍ୱନି କରି ଆହ୍ଲାଦିତ ହେଉନ୍ତୁ; ଆପଣା ଦାସର ସମୃଦ୍ଧିରେ ସନ୍ତୁଷ୍ଟ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ ବୋଲି ସେମାନେ ନିରନ୍ତର କହନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ମୋ’ ଧର୍ମରେ ସନ୍ତୁଷ୍ଟ, ସେମାନେ ଆନନ୍ଦଧ୍ୱନି କରି ଆହ୍ଲାଦିତ ହେଉନ୍ତୁ; ଆପଣା ଦାସର ସମୃଦ୍ଧିରେ ସନ୍ତୁଷ୍ଟ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ ବୋଲି ସେମାନେ ନିରନ୍ତର କହନ୍ତୁ।