Psalms 35:28 — Compare Translations

5 translations compared side by side

Odia - 1840
"ତଣେୁ ସଦାପ୍ରଭୁ, ମୁଁ ଲୋକମାନଙ୍କୁ କ ହେ, ତୁମ୍ଭେ କେତେ ମହାନ୍ ଅଟ। ମୁଁ ପ୍ରତିଦିନ ତୁମ୍ଭକୁ ପ୍ରଶଂସା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୋହର ଜିହ୍ଵା ଦିନଯାକ ତୁମ୍ଭ ଧର୍ମଗୁଣ ଓ ତୁମ୍ଭ ପ୍ରଶଂସାର କଥା କହିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ, ମୁଁ ଲୋକମାନଙ୍କୁ କହେ, ତୁମ୍ଭେ କେତେ ମହାନ ଅଟ। ମୁଁ ପ୍ରତିଦିନ ତୁମ୍ଭକୁ ପ୍ରଶଂସା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋହର ଜିହ୍ୱା ଦିନସାରା ତୁମ୍ଭ ଧର୍ମଗୁଣ ଓ ତୁମ୍ଭ ପ୍ରଶଂସାର କଥା କହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋହର ଜିହ୍ୱା ଦିନସାରା ତୁମ୍ଭ ଧର୍ମଗୁଣ ଓ ତୁମ୍ଭ ପ୍ରଶଂସାର କଥା କହିବ।