Psalms 35:3 — Compare Translations

5 translations compared side by side

Odia - 1840
"ଏକ ବର୍ଚ୍ଛା ଓ କୁନ୍ତ ଧର ଓ ଯେଉଁମାନେ ମାେ ପଛରେ ଗୋଡ଼ାଇଛନ୍ତି ତାଙ୍କ ସହିତ ୟୁଦ୍ଧ କର। ସଦାପ୍ରଭୁ ମାରେ ପ୍ରାଣକୁ କୁହ, ୟେ ତୁମ୍ଭେ ମାେତେ ରକ୍ଷା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ବର୍ଚ୍ଛା ଧରି ମୋʼ ପଛେ ଗୋଡ଼ାଇବା ଲୋକମାନଙ୍କ ପଥ ରୁଦ୍ଧ କର; ମୋʼ ପ୍ରାଣକୁ କୁହ, ଆମ୍ଭେ ତୁମ୍ଭର ପରିତ୍ରାଣ ।
Odia Bible ERV 2004 (ପବିତ୍ର ବାଇବଲ)
ଏକ ବର୍ଚ୍ଛା ଓ କୁନ୍ତ ଧର ଓ ଯେଉଁମାନେ ମୋ’ ପଛରେ ଗୋଡ଼ାଇଛନ୍ତି ତାଙ୍କ ସହିତ ଯୁଦ୍ଧ କର। ସଦାପ୍ରଭୁ ମୋର ପ୍ରାଣକୁ କୁହ, “ଯେ ତୁମ୍ଭେ ମୋତେ ରକ୍ଷା କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ବର୍ଚ୍ଛା ଧରି ମୋʼ ପଛେ ଗୋଡ଼ାଇବା ଲୋକମାନଙ୍କ ପଥ ରୁଦ୍ଧ କର; ମୋʼ ପ୍ରାଣକୁ କୁହ, ଆମ୍ଭେ ତୁମ୍ଭର ପରିତ୍ରାଣ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ବର୍ଚ୍ଛା ଧରି ମୋ’ ପଛେ ଗୋଡ଼ାଇବା ଲୋକମାନଙ୍କ ପଥ ରୁଦ୍ଧ କର; ମୋ’ ପ୍ରାଣକୁ କୁହ, “ଆମ୍ଭେ ତୁମ୍ଭର ପରିତ୍ରାଣ।”