Psalms 35:4 — Compare Translations

5 translations compared side by side

Odia - 1840
"କିଛି ଲୋକ ମାେତେ ହତ୍ଯା କରିବାକୁ ଚାହୁଁଛନ୍ତି। ସମାନଙ୍କେୁ ନିରାଶ କର ଓ ସମାନଙ୍କେୁ ଲଜ୍ଜିତ କର। ସମାନଙ୍କେୁ ଘଉଡ଼ାଇ ଦିଅ। ସହେି ଲୋକମାନେ ମାେତେ ବଧ କରିବାକୁ ଯୋଜନା କରୁଥିଲେ ସମାନଙ୍କେୁ ପରାସ୍ତ କର ଓ ହତୋତ୍ସାହ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପ୍ରାଣର ଅନ୍ଵେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟଚିନ୍ତକମାନେ ବିମୁଖ ଓ ଘାବରା ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
କିଛି ଲୋକ ମୋତେ ହତ୍ୟା କରିବାକୁ ଗ୍ଭହୁଁଛନ୍ତି। ସେମାନଙ୍କୁ ନିରାଶ କର ଓ ସେମାନଙ୍କୁ ଲଜ୍ଜିତ କର। ସେମାନଙ୍କୁ ଘଉଡ଼ାଇ ଦିଅ। ସେହି ଲୋକମାନେ ମୋତେ ବଧ କରିବାକୁ ଯୋଜନା କରୁଥିଲେ ସେମାନଙ୍କୁ ପରାସ୍ତ କର ଓ ହତୋତ୍ସାହ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ମୋ’ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ।