Psalms 35:5 — Compare Translations
5 translations compared side by side
Odia - 1840
"ସହେି ଲୋକମାନଙ୍କୁ ତୁଷ ତୁଲ୍ଯ ପବନରେ ଉଡ଼ାଇ ନିଅ। ସମାନଙ୍କେୁ ସଦାପ୍ରଭୁଙ୍କର ଦୂତ ଘଉଡ଼ାଇ ଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ ଓ ସଦାପ୍ରଭୁଙ୍କ ଦୂତ ସେମାନଙ୍କୁ ଘଉଡ଼ାଇ ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନଙ୍କୁ ତୁଷ ତୁଲ୍ୟ ପବନରେ ଉଡ଼ାଇ ନିଅ। ସେମାନଙ୍କୁ ସଦାପ୍ରଭୁଙ୍କର ଦୂତ ଘଉଡ଼ାଇ ଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ ଓ ସଦାପ୍ରଭୁଙ୍କ ଦୂତ ସେମାନଙ୍କୁ ଘଉଡ଼ାଇ ଦେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ ଓ ସଦାପ୍ରଭୁଙ୍କ ଦୂତ ସେମାନଙ୍କୁ ଘଉଡ଼ାଇ ଦେଉନ୍ତୁ।