Psalms 35:6 — Compare Translations
5 translations compared side by side
Odia - 1840
"ସମାନଙ୍କେ ରାସ୍ତାକୁ ଅନ୍ଧକାର ଓ ପିଚ୍ଛିଳ କରିଦିଅ, ୟାହା ଫଳରେ ସଦାପ୍ରଭୁଙ୍କ ଦୂତମାନେ ସମାନଙ୍କେୁ ସହଜରେ ଧରି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ପଥ ଅନ୍ଧକାରମୟ ଓ ଖସଡ଼ା ହେଉ, ପୁଣି ସଦାପ୍ରଭୁଙ୍କ ଦୂତ ସେମାନଙ୍କ ପଛେ ଗୋଡ଼ାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ରାସ୍ତାକୁ ଅନ୍ଧକାର ଓ ପିଚ୍ଛିଳ କରିଦିଅ, ଯାହା ଫଳରେ ସଦାପ୍ରଭୁଙ୍କ ଦୂତମାନେ ସେମାନଙ୍କୁ ସହଜରେ ଧରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ପଥ ଅନ୍ଧକାରମୟ ଓ ଖସଡ଼ା ହେଉ, ପୁଣି, ସଦାପ୍ରଭୁଙ୍କ ଦୂତ ସେମାନଙ୍କ ପଛେ ଗୋଡ଼ାଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ପଥ ଅନ୍ଧକାରମୟ ଓ ଖସଡ଼ା ହେଉ, ପୁଣି, ସଦାପ୍ରଭୁଙ୍କ ଦୂତ ସେମାନଙ୍କ ପଛେ ଗୋଡ଼ାଉନ୍ତୁ।