Psalms 35:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସମାନଙ୍କେୁ ସମାନଙ୍କେ ୟନ୍ତାରେ ପକାଇ ଦିଅ। ସମାନେେ ତାଙ୍କ ବାନ୍ଧିଥିବା ଜାଲରେ ନିଜେ ଧରା ପଡ଼ନ୍ତୁ। ସମାନଙ୍କେ ଉପରେ ଅଜଣା ବିପଦ ମାଡ଼ି ଆସୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ସେମାନଙ୍କୁ ସେମାନଙ୍କ ଯନ୍ତାରେ ପକାଇ ଦିଅ। ସେମାନେ ତାଙ୍କ ବାନ୍ଧିଥିବା ଜାଲରେ ନିଜେ ଧରା ପଡ଼ନ୍ତୁ। ସେମାନଙ୍କ ଉପରେ ଅଜଣା ବିପଦ ମାଡ଼ି ଆସୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ; ସର୍ବନାଶ ସହିତ ସେ ତହିଁ ମଧ୍ୟରେ ପଡ଼ୁ।
Odia IRV 2017 (ଓଡିଆ ବାଇବେଲ)
ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ; ସର୍ବନାଶ ସହିତ ସେ ତହିଁ ମଧ୍ୟରେ ପଡ଼ୁ।