Psalms 35:9 — Compare Translations
5 translations compared side by side
Odia - 1840
"ତା'ପରେ ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହବେି। ମୁଁ ଅଧିକ ଖୁସି ହବେି ଯେତବେେଳେ ସେ ମାେତେ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବି। ମୁଁ ଅଧିକ ଖୁସୀ ହେବି ଯେତେବେଳେ ସେ ମୋତେ ରକ୍ଷା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ।