Psalms 36:1 — Compare Translations
5 translations compared side by side
Odia - 1840
"ଜଣେ ଦୁଷ୍ଟ ଲୋକ ସବୁବେଳେ ମନ୍ଦ କାର୍ୟ୍ଯ କରେ। ଯେତବେେଳେ ସେ ଆପଣା ହୃଦଯକୁ କ ହେ, ମୁଁ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ । ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ, ପରମେଶ୍ଵର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଦାସ ଦାଉଦଙ୍କର ଗୀତ ଜଣେ ଦୁଷ୍ଟ ଲୋକ ସବୁବେଳେ ମନ୍ଦକାର୍ଯ୍ୟ କରେ। ଯେତେବେଳେ ସେ ଆପଣା ହୃଦୟକୁ କହେ, “ମୁଁ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ, ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟର ଅପରାଧ ମୋ’ ହୃଦୟ ମଧ୍ୟରେ କହେ, ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର।