Psalms 36:10 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ଯେଉଁମାନେ ପ୍ରକୃତରେ ତୁମ୍ଭକୁ ଭଲ ପାଆନ୍ତି। ତୁମ୍ଭେ ତୁମ୍ଭର କରୁଣା ଦୃଷ୍ଟି ସମାନଙ୍କେ ଉପରେ ରଖ ଓ ତୁମ୍ଭର ବିଶ୍ବସ୍ତ ସମାନଙ୍କେ ଜୀବନରେ ସୁକର୍ମମାନ ଘଟଣା ସବୁ ଘଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଯେଉଁମାନେ ପ୍ରକୃତରେ ତୁମ୍ଭକୁ ଭଲ ପାଆନ୍ତି, ତୁମ୍ଭେ ତୁମ୍ଭର କରୁଣା ଦୃଷ୍ଟି ସେମାନଙ୍କ ଉପରେ ରଖ ଓ ତୁମ୍ଭର ବିଶ୍ୱସ୍ତ ସେମାନଙ୍କ ଜୀବନରେ ସୁକର୍ମମାନ ଘଟଣା ସବୁ ଘଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର।
Odia IRV 2017 (ଓଡିଆ ବାଇବେଲ)
ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର।