Psalms 36:11 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ଅହଂକାରୀ ଲୋକମାନେ ମାେତେ ୟମେିତି ୟନ୍ତାରେ ନ ପକାନ୍ତି। ମୁଁ ୟମେିତି ଦୁଷ୍ଟ ଲୋକମାନଙ୍କ ଦ୍ବାରା ଧରା ନ ୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅହଂକାରୀର ଚରଣ ମୋʼ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଅହଂକାରୀ ଲୋକମାନେ ମୋତେ ଯେମିତି ଯନ୍ତାରେ ନ ପକାନ୍ତି। ମୁଁ ଯେମିତି ଦୁଷ୍ଟ ଲୋକମାନଙ୍କ ଦ୍ୱାରା ଧରା ନ ଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅହଙ୍କାରୀର ଚରଣ ମୋʼ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ।
Odia IRV 2017 (ଓଡିଆ ବାଇବେଲ)
ଅହଂକାରୀର ଚରଣ ମୋ’ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ।