Psalms 36:12 — Compare Translations

5 translations compared side by side

Odia - 1840
"ଏକଥା ସମାନଙ୍କେର କବର ଉପରେ ଲେଖିଦିଅ, ଏହି ଲୋକମାନେ ଦୁଷ୍ଟ ଲୋକ ଅଟନ୍ତି। ଏମାନେ ସମସ୍ତେ ଅଧପତିତ ହାଇେଛନ୍ତି। ଏମାନେ ଆଉ ପୁନର୍ବାର ଉଠିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏକଥା ସେମାନଙ୍କର କବର ଉପରେ ଲେଖିଦିଅ, “ଏହି ଲୋକମାନେ ଦୁଷ୍ଟ ଲୋକ ଅଟନ୍ତି। ଏମାନେ ସମସ୍ତେ ଅଧପତିତ ହୋଇଛନ୍ତି। ଏମାନେ ଆଉ ପୁନର୍ବାର ଉଠିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ।