Psalms 36:2 — Compare Translations
5 translations compared side by side
Odia - 1840
"ସହେି ଲୋକ ଆପଣାକୁ ମିଥ୍ଯା କ ହେ। ସେ ଲୋକ ଆପଣା ତୃଟି ଦେଖେ ନାହିଁ, ତଣେୁ ସେ କ୍ଷମା ପ୍ରାର୍ଥନା କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକ ଆପଣାକୁ ମିଥ୍ୟା କହେ। ସେ ଲୋକ ଆପଣା ତୃଟି ଦେଖେ ନାହିଁ, ତେଣୁ ସେ କ୍ଷମା ପ୍ରାର୍ଥନା କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ।
Odia IRV 2017 (ଓଡିଆ ବାଇବେଲ)
କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ।