Psalms 36:3 — Compare Translations

5 translations compared side by side

Odia - 1840
"ତା'ର ବାକ୍ଯସବୁ କବଳେ ମୂଲ୍ଯହୀନ ମିଥ୍ଯା ଅଟେ। ସେ ଜ୍ଞାନୀ ହାଇପୋରେ ନାହିଁ ଅଥବା ସୁକର୍ମ କରିବା ଶିଖେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନାମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ବାକ୍ୟସବୁ କେବଳ ମୂଲ୍ୟହୀନ ମିଥ୍ୟା ଅଟେ। ସେ ଜ୍ଞାନୀ ହୋଇପାରେ ନାହିଁ ଅଥବା ସୁକର୍ମ କରିବା ଶିଖେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି।