Psalms 36:4 — Compare Translations
5 translations compared side by side
Odia - 1840
"ରାତ୍ରିରେ ସେ ମୂଲ୍ଯହୀନ କଥାସବୁ କରିବାକୁ ଯୋଜନା କରେ। ସେ ସକାଳୁ ଉଠି କିଛି ଭଲ କାର୍ୟ୍ଯ କରେ ନାହିଁ ଏବଂ ସେ ମନ୍ଦ କାର୍ୟ୍ଯ କରିବାରୁ ବିମୁଖ ହୁଏ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ରାତ୍ରିରେ ସେ ମୂଲ୍ୟହୀନ କଥାସବୁ କରିବାକୁ ଯୋଜନା କରେ। ସେ ସକାଳୁ ଉଠି କିଛି ଭଲ କାର୍ଯ୍ୟ କରେ ନାହିଁ ଏବଂ ସେ ମନ୍ଦକାର୍ଯ୍ୟ କରିବାରୁ ବିମୁଖ ହୁଏ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ।