Psalms 36:5 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଆକାଶଠାରୁ ମହୀଯାନ୍। ତୁମ୍ଭର ବିଶ୍ବସ୍ତତା ଆକାଶର ବାଦଲଠାରୁ ଗରୀଯାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ଵର୍ଗରେ ଥାଏ; ତୁମ୍ଭର ବିଶ୍ଵସ୍ତତା ଗଗନସ୍ପର୍ଶୀ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଆକାଶଠାରୁ ମହିୟାନ। ତୁମ୍ଭର ବିଶ୍ୱସ୍ତତା ଆକାଶର ବାଦଲଠାରୁ ଗରୀୟାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।