Psalms 36:6 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭର ମହାନୁଭବତା ସବୁଠାରୁ ଉଚ୍ଚ ପର୍ବତଠାରୁ ମଧ୍ଯ ଅଧିକ ଉଚ୍ଚ ତୁମ୍ଭର ନ୍ଯାଯପ୍ରିଯତା ସମୁଦ୍ରଠାରୁ ଅଧିକ ଗଭୀର। ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ଯ ଓ ପଶୁମାନଙ୍କୁ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଧର୍ମ ପରମେଶ୍ଵରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ଵରୂପ; ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭର ମହାନୁଭବତା ସବୁଠାରୁ ଉଚ୍ଚ ପର୍ବତଠାରୁ ମଧ୍ୟ ଅଧିକ ଉଚ୍ଚ ତୁମ୍ଭର ନ୍ୟାୟପ୍ରିୟତା ସମୁଦ୍ରଠାରୁ ଅଧିକ ଗଭୀର। ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁମାନଙ୍କୁ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ।