Psalms 36:7 — Compare Translations

5 translations compared side by side

Odia - 1840
"ତୁମ୍ଭର ପ୍ରମେ ଓ କରୁଣାଠାରୁ କିଛି ଅଧିକ ମୂଲ୍ଯବାନ ବସ୍ତୁ ନାହିଁ। ଲୋକମାନେ ଓ ସ୍ବର୍ଗଦୂତମାନେ ତୁମ୍ଭ ନିକଟକୁ ଉଦ୍ଧାର ପାଇବା ପାଇଁ ଆସନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପ୍ରେମ ଓ କରୁଣାଠାରୁ କିଛି ଅଧିକ ମୂଲ୍ୟବାନ ବସ୍ତୁ ନାହିଁ। ଲୋକମାନେ ଓ ସ୍ୱର୍ଗଦୂତମାନେ ତୁମ୍ଭ ନିକଟକୁ ଉଦ୍ଧାର ପାଇବା ପାଇଁ ଆସନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।