Psalms 36:8 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ସମାନେେ ତୁମ୍ଭର ନିବାସସ୍ଥଳୀରୁ ନୂତନ ବଳରେ ବଳୀଯାନ୍ ହୁଅନ୍ତି। ତୁମ୍ଭେ ତୁମ୍ଭର ନଦୀରୁ ସମାନଙ୍କେୁ ପାନ କରିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ସେମାନେ ତୁମ୍ଭର ନିବାସସ୍ଥଳୀରୁ ନୂତନ ବଳରେ ବଳୀୟାନ ହୁଅନ୍ତି। ତୁମ୍ଭେ ତୁମ୍ଭର ନଦୀରୁ ସେମାନଙ୍କୁ ପାନ କରିବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।