Psalms 36:9 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ଜୀବନର ନିର୍ଝର ତୁମ୍ଭ ନିକଟରୁ ପ୍ରବାହିତ ହୁଏ ଓ ତୁମ୍ଭର ଆଲୋକ ଆମ୍ଭକୁ ଆ ଲୋକ ଦଖାେଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଜୀବନର ନିର୍ଝର ତୁମ୍ଭ ନିକଟରୁ ପ୍ରବାହୀତ ହୁଏ ଓ ତୁମ୍ଭର ଆଲୋକ ଆମ୍ଭକୁ ଆଲୋକ ଦେଖାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା।