Psalms 37:1 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକମାନଙ୍କ କଥାରେ ହତାଶ ହବୋର ଆବଶ୍ଯକତା ନାହିଁ। ଯେଉଁମାନେ କୁକର୍ମ କରିଛନ୍ତି, ସହେି ଲୋକମାନଙ୍କ ଉପରେ ଇର୍ଷା କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଗୀତ । ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ ଆପଣାକୁ ବିରକ୍ତ କର ନାହିଁ, କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଗୀତ। ଦୁଷ୍ଟ ଲୋକମାନଙ୍କ କଥାରେ ହତାଶ ହେବାର ଆବଶ୍ୟକତା ନାହିଁ। ଯେଉଁମାନେ କୁକର୍ମ କରିଛନ୍ତି, ସେହି ଲୋକମାନଙ୍କ ଉପରେ ଈର୍ଷା କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ ଆପଣାକୁ ବିରକ୍ତ କର ନାହିଁ, କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ ଆପଣାକୁ ବିରକ୍ତ କର ନାହିଁ, କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ।