Psalms 37:10 — Compare Translations

5 translations compared side by side

Odia - 1840
"ଆଉ ଅଳ୍ପ ଦିନପରେ ଦୁଷ୍ଟ ଲୋକମାନେ ନ ଥିବେ। ତୁମ୍ଭେ ସମାନଙ୍କେୁ ଖାଜେିଲେ ବି ଆଉ ପାଇବ ନାହିଁ, କାରଣ ସମାନେେ ଆଉ ନ ଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟଲୋକ ନ ଥିବ; ତୁମ୍ଭେ ଯନିପୂର୍ବକ ତାହାର ସ୍ଥାନ ତତ୍ତ୍ଵ କରିବ, ଆଉ ସେ ନ ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଅଳ୍ପ ଦିନପରେ ଦୁଷ୍ଟ ଲୋକମାନେ ନ ଥିବେ। ତୁମ୍ଭେ ସେମାନଙ୍କୁ ଖୋଜିଲେ ବି ଆଉ ପାଇବ ନାହିଁ, କାରଣ ସେମାନେ ଆଉ ନ ଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟ ଲୋକ ନ ଥିବ; ତୁମ୍ଭେ ଯତ୍ନପୂର୍ବକ ତାହାର ସ୍ଥାନ ତତ୍ତ୍ୱ କରିବ, ଆଉ ସେ ନ ଥିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟଲୋକ ନ ଥିବ; ତୁମ୍ଭେ ଯତ୍ନପୂର୍ବକ ତାହାର ସ୍ଥାନ ତତ୍ତ୍ୱ କରିବ, ଆଉ ସେ ନ ଥିବ।