Psalms 37:11 — Compare Translations
5 translations compared side by side
Odia - 1840
"ପରମେଶ୍ବର ସମାନଙ୍କେୁ ପ୍ରତିଜ୍ଞା କରିଥିଲେ ୟେ, ନମ୍ର ଲୋକମାନେ ଭୂମି ପାଇବେ ଓ ସମାନେେ ଶାନ୍ତି ଉପ ଭୋଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେମାନଙ୍କୁ ପ୍ରତିଜ୍ଞା କରିଥିଲେ ଯେ, ନମ୍ର ଲୋକମାନେ ଭୂମି ପାଇବେ ଓ ସେମାନେ ଶାନ୍ତି ଉପଭୋଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ।