Psalms 37:12 — Compare Translations

5 translations compared side by side

Odia - 1840
"ପାପୀଷ୍ଠ ଲୋକମାନେ ଧର୍ମାତ୍ମାମାନଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରନ୍ତି। ସହେି ଅଧର୍ମୀ ଲୋକମାନେ ଧାର୍ମୀକମାନଙ୍କୁ ଦେଖି ସମାନଙ୍କେ କୋର୍ଧ ଦଖାେନ୍ତି ଓ ରାଗରେ ଦାନ୍ତ କଡ଼ମଡ଼ କରି ଥାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦ; କଡ଼ମଡ଼ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ପାପୀଷ୍ଠ ଲୋକମାନେ ଧର୍ମାତ୍ମାମାନଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରନ୍ତି। ସେହି ଅଧର୍ମୀ ଲୋକମାନେ ଧାର୍ମିକମାନଙ୍କୁ ଦେଖି ସେମାନଙ୍କ କ୍ରୋଧ ଦେଖାନ୍ତି ଓ ରାଗରେ ଦାନ୍ତ କଡ଼ମଡ଼ କରିଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।