Psalms 37:14 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକମାନେ ଖଣ୍ଡା, ଧନୁ ତୀର ଧରି ବାହାରି ପଡ଼ନ୍ତି। ସମାନେେ ଦୁଃଖୀ ଓ ଅସହାୟ ଲୋକମାନଙ୍କୁ ହତ୍ଯା କରିବାକୁ ଚାହାଁନ୍ତି। ସମାନେେ ସିଦ୍ଧ ଓ ଧାର୍ମିକ ଲୋକମାନଙ୍କୁ ନିପାତ କରିବାକୁ ଚାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ଼୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନେ ଖଣ୍ଡା, ଧନୁ ତୀର ଧରି ବାହାରି ପଡ଼ନ୍ତି। ସେମାନେ ଦୁଃଖୀ ଓ ଅସହାୟ ଲୋକମାନଙ୍କୁ ହତ୍ୟା କରିବାକୁ ଗ୍ଭହାନ୍ତି। ସେମାନେ ସିଦ୍ଧ ଓ ଧାର୍ମିକ ଲୋକମାନଙ୍କୁ ନିପାତ କରିବାକୁ ଗ୍ଭହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି।