Psalms 37:15 — Compare Translations
5 translations compared side by side
Odia - 1840
"କିନ୍ତୁ ସମାନଙ୍କେର ଧନୁ ଭାଙ୍ଗିୟିବ। ସମାନଙ୍କେର ଖଣ୍ଡା ସମାନଙ୍କେର ନିଜ ହୃଦଯରେ ପ୍ରବେଶ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଖଡ଼୍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେମାନଙ୍କର ଧନୁ ଭାଙ୍ଗିଯିବ। ସେମାନଙ୍କର ଖଣ୍ଡା ସେମାନଙ୍କର ନିଜ ହୃଦୟରେ ପ୍ରବେଶ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ଖଡ୍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ଖଡ୍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ।