Psalms 37:16 — Compare Translations
5 translations compared side by side
Odia - 1840
"ଧାର୍ମୀକ ଲୋକମାନଙ୍କ ମଧ୍ୟରେ ଅଳ୍ପ ଥିଲେ ବି ତାହା ଦୁଷ୍ଟ ଲୋକମାନଙ୍କ ମଧ୍ୟରେ ଥିବା ଧନୀ ଲୋକମାନଙ୍କ ଅପେକ୍ଷା ଉତ୍ତମ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ଲୋକମାନଙ୍କ ମଧ୍ୟରେ ଅଳ୍ପ ଥିଲେ ବି ତାହା ଦୁଷ୍ଟ ଲୋକମାନଙ୍କ ମଧ୍ୟରେ ଥିବା ଧନୀ ଲୋକମାନଙ୍କ ଅପେକ୍ଷା ଉତ୍ତମ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନେକ ଦୁଷ୍ଟ ଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।
Odia IRV 2017 (ଓଡିଆ ବାଇବେଲ)
ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।