Psalms 37:17 — Compare Translations

5 translations compared side by side

Odia - 1840
"କାରଣ ଦୁଷ୍ଟ ଲୋକମାନେ ଧ୍ବଂସ ପାଇବେ। କିନ୍ତୁ ସଦାପ୍ରଭୁ ଧାର୍ମିକ ବ୍ଯକ୍ତିମାନଙ୍କୁ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ। କିନ୍ତୁ ସଦାପ୍ରଭୁ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ।