Psalms 37:18 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସର୍ବଦା ସିଦ୍ଧ ଲୋକମାନଙ୍କୁ ସାହାୟ୍ଯ ଓ ସମାନଙ୍କେର ସାରା ଜୀବନ ରକ୍ଷା କରନ୍ତି। ସମାନଙ୍କେର ଅଧିକାର ଅନନ୍ତକାଳ ସ୍ଥାଯୀ ରୁ ହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସର୍ବଦା ସିଦ୍ଧ ଲୋକମାନଙ୍କୁ ସାହାଯ୍ୟ ଓ ସେମାନଙ୍କର ସାରା ଜୀବନ ରକ୍ଷା କରନ୍ତି। ସେମାନଙ୍କର ଅଧିକାର ଅନନ୍ତକାଳ ସ୍ଥାୟୀ ରୁହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ।