Psalms 37:19 — Compare Translations
5 translations compared side by side
Odia - 1840
"ଯେତବେେଳେ ବିପଦ ଆସେ ସେତବେେଳେ ଧାର୍ମିକ ଲୋକମାନେ ଧ୍ବଂସ ହବେେ ନାହିଁ। ଯେତବେେଳେ ଦୁର୍ଭିକ୍ଷ ପଡ଼ିବ ସେତବେେଳେ ଧାର୍ମିକ ଲେଶକ ପ୍ରଚୁର ଖାଦ୍ୟ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ବିପଦ ଆସେ ସେତେବେଳେ ଧାର୍ମିକ ଲୋକମାନେ ଧ୍ୱଂସ ହେବେ ନାହିଁ। ଯେତେବେଳେ ଦୁର୍ଭିକ୍ଷ ପଡ଼ିବ ସେତେବେଳେ ଧାର୍ମିକ ଲୋକ ପ୍ରଚୁର ଖାଦ୍ୟ ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ।