Psalms 37:2 — Compare Translations

5 translations compared side by side

Odia - 1840
"ଦୁଷ୍ଟ ଲୋକମାନେ ଘାସ ଓ ସବୁଜ ଲତା ତୁଲ୍ଯ ୟାହା ଖୁବ୍ ଶୀଘ୍ର ଧୂସର ହାଇେ ମରିୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଘାସ ପରି ଶୀଘ୍ର କଟା ଯିବେ ଓ କୋମଳ ତୃଣ ପରି ଶୁଷ୍କ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନେ ଘାସ ଓ ସବୁଜ ଲତା ତୁଲ୍ୟ ଯାହା ଖୁବ୍ ଶୀଘ୍ର ଧୂସର ହୋଇ ମରିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଘାସ ପରି ଶୀଘ୍ର କଟାଯିବେ ଓ କୋମଳ ତୃଣ ପରି ଶୁଷ୍କ ହେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଘାସ ପରି ଶୀଘ୍ର କଟା ଯିବେ ଓ କୋମଳ ତୃଣ ପରି ଶୁଷ୍କ ହେବେ।