Psalms 37:20 — Compare Translations
5 translations compared side by side
Odia - 1840
"କିନ୍ତୁ ଦୁଷ୍ଟ ଲୋକମାନେ ହେଉଛନ୍ତି ସଦାପ୍ରଭୁଙ୍କର ଶତ୍ରୁ ଓ ସହେି ଦୁଷ୍ଟ ଲୋକମାନେ ଧ୍ବଂସ ପାଇବେ। ସମାନଙ୍କେର ଉପତ୍ୟକା ସବୁ ଶୁଖି ଜଳିୟିବ। ସମାନେେ ସୂର୍ଣ୍ଣ ଭାବେ ଧ୍ବଂସ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ଵରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଦୁଷ୍ଟ ଲୋକମାନେ ହେଉଛନ୍ତି ସଦାପ୍ରଭୁଙ୍କର ଶତ୍ରୁ ଓ ସେହି ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ। ସେମାନଙ୍କର ଉପତ୍ୟକା ସବୁ ଶୁଖି ଜଳିଯିବ। ସେମାନେ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ।