Psalms 37:21 — Compare Translations

5 translations compared side by side

Odia - 1840
"ଦୁଷ୍ଟ ଲୋକ ଖୁବ୍ ଶୀଘ୍ର ଟଙ୍କା ଋଣ କରେ ଓ କବେେ ତାକୁ ପରି ଶାଧେ କରେ ନାହିଁ। କିନ୍ତୁ ଧାର୍ମିକ ବ୍ଯକ୍ତି ତାକୁ ଅନ୍ୟମାନଙ୍କୁ ବାଣ୍ଟି ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ । ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକ ଖୁବ୍ ଶୀଘ୍ର ଟଙ୍କା ଋଣ କରେ ଓ କେବେ ତାକୁ ପରିଶୋଧ କରେ ନାହିଁ। କିନ୍ତୁ ଧାର୍ମିକ ବ୍ୟକ୍ତି ତାକୁ ଅନ୍ୟମାନଙ୍କୁ ବାଣ୍ଟି ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ।