Psalms 37:23 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଧାର୍ମିକ ବ୍ଯକ୍ତିକୁ ସତ୍ ମାର୍ଗରେ ଜୀବନ ଧାରଣ କରିବା ପାଇଁ ସାହାୟ୍ଯ କରନ୍ତି। ଯେତବେେଳେ ସେ ତାହା କରେ, ସଦାପ୍ରଭୁ ଖୁସି ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଦ୍ଵାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଧାର୍ମିକ ବ୍ୟକ୍ତିକୁ ସତ୍ ମାର୍ଗରେ ଜୀବନ ଧାରଣ କରିବା ପାଇଁ ସାହାଯ୍ୟ କରନ୍ତି। ଯେତେବେଳେ ସେ ତାହା କରେ, ସଦାପ୍ରଭୁ ଖୁସୀ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି।