Psalms 37:24 — Compare Translations

5 translations compared side by side

Odia - 1840
"ସମାନେେ ଝୁଣ୍ଟି ପଡ଼ିବେ ନାହିଁ କାରଣ ସଦାପ୍ରଭୁ ସମାନଙ୍କେୁ ସମର୍ଥନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ଵହସ୍ତରେ ତାହାକୁ ଧରି ରଖନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଝୁଣ୍ଟି ପଡ଼ିବେ ନାହିଁ କାରଣ ସଦାପ୍ରଭୁ ସେମାନଙ୍କୁ ସମର୍ଥନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି।