Psalms 37:25 — Compare Translations

5 translations compared side by side

Odia - 1840
"ମୁଁ ୟୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହଲିେଣି ଓ ମୁଁ କବେେ ଦେଖିନାହିଁ ପରମେଶ୍ବର ଧାର୍ମିକ ଲୋକଙ୍କୁ ପରିତ୍ଯାଗ କରନ୍ତି। ମୁଁ କବେେ ଦେଖି ନାହିଁ ୟେ, ଧାର୍ମିକ ବ୍ଯକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହେଲିଣି ଓ ମୁଁ କେବେ ଦେଖି ନାହିଁ ପରମେଶ୍ୱର ଧାର୍ମିକ ଲୋକଙ୍କୁ ପରିତ୍ୟାଗ କରନ୍ତି। ମୁଁ କେବେ ଦେଖି ନାହିଁ ଯେ, ଧାର୍ମିକ ବ୍ୟକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।