Psalms 37:26 — Compare Translations

5 translations compared side by side

Odia - 1840
"ଧାର୍ମିକ ବ୍ଯକ୍ତି ସବୁକିଛି ଅନ୍ୟମାନଙ୍କୁ ଦଇଦେିଏ। ତଣେୁ ତା'ର ପିଲାମାନେ ଏକ ଆଶୀର୍ବାଦସୂଚକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଦିନଯାକ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ବଂଶ ଆଶୀର୍ବାଦ ପାଆନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ବ୍ୟକ୍ତି ସବୁକିଛି ଅନ୍ୟମାନଙ୍କୁ ଦେଇଦିଏ। ତେଣୁ ତା’ର ପିଲାମାନେ ଏକ ଆଶୀର୍ବାଦସୂଚକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି।