Psalms 37:27 — Compare Translations
5 translations compared side by side
Odia - 1840
"ତୁମ୍ଭେ ୟଦି ମନ୍ଦକାର୍ୟ୍ଯ କରିବାକୁ ମନା କର ଓ ୟଦି ତୁମ୍ଭେ ଭଲକାର୍ୟ୍ଯ କର, ତା' ହେଲେ ତୁମ୍ଭେ ନିଶ୍ଚଯ ଚିରଦିନ ପାଇଁ ବଞ୍ଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ପୁଣି, ଅନନ୍ତକାଳ ବାସ କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯଦି ମନ୍ଦକାର୍ଯ୍ୟ କରିବାକୁ ମନା କର ଓ ଯଦି ତୁମ୍ଭେ ଭଲକାର୍ଯ୍ୟ କର, ତା’ହେଲେ ତୁମ୍ଭେ ନିଶ୍ଚୟ ଚିରଦିନ ପାଇଁ ବଞ୍ଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ।
Odia IRV 2017 (ଓଡିଆ ବାଇବେଲ)
ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ।