Psalms 37:28 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ନ୍ଯାଯକୁ ଭଲ ପାଆନ୍ତି ଓ ତାଙ୍କର ବିଶ୍ବସ୍ତ ଅନୁସରଣକାରୀମାନଙ୍କୁ ପରିତ୍ଯାଗ କରନ୍ତି ନାହିଁ, ତଣେୁ ସମାନେେ ଚିରଦିନ ସୁରକ୍ଷିତ। କିନ୍ତୁ ଦୁଷ୍ଟ ଲୋକମାନେ ଧ୍ବଂସ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି ଓ ଆପଣା ସଦ୍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ନ୍ୟାୟକୁ ଭଲ ପାଆନ୍ତି ଓ ତାଙ୍କର ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ, ତେଣୁ ସେମାନେ ଚିରଦିନ ସୁରକ୍ଷିତ। କିନ୍ତୁ ଦୁଷ୍ଟ ଲୋକମାନେ ଧ୍ୱଂସ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଆନ୍ତି ଓ ଆପଣା ସଦ୍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି ଓ ଆପଣା ସଦ୍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ।