Psalms 37:29 — Compare Translations

5 translations compared side by side

Odia - 1840
"ଧାର୍ମିକ ଲୋକାମନେ ପରମେଶ୍ବରଙ୍କ ମୁତାବକ ରାଜ୍ଯ ପାଇବେ। ସମାନେେ ସଠାେରେ ଚିରଦିନ ବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ଲୋକମାନେ ପରମେଶ୍ୱରଙ୍କ ମୁତାବକ ରାଜ୍ୟ ପାଇବେ। ସେମାନେ ସେଠାରେ ଚିରଦିନ ବାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ।