Psalms 37:3 — Compare Translations
5 translations compared side by side
Odia - 1840
"ୟଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ବାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା' ହେଲେ ଆନନ୍ଦରେ ରହିବ ଓ ଅନକେ ଜିନିଷ ଉପଭୋଗ କରିବ ୟାହା ସହେି ଭୂମିରୁ ତୁମ୍ଭେ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ଵସ୍ତତାର ଅନୁଗାମୀ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା’ହେଲେ ଆନନ୍ଦରେ ରହିବ ଓ ଅନେକ ଜିନିଷ ଉପଭୋଗ କରିବ ଯାହା ସେହି ଭୂମିରୁ ତୁମ୍ଭେ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।