Psalms 37:30 — Compare Translations
5 translations compared side by side
Odia - 1840
"ଧାର୍ମିକ ବ୍ଯକ୍ତି ଜ୍ଞାନର ଉପଦେଶ ଦିଏ। ତା'ର ନିଷ୍ପତ୍ତି ସମସ୍ତଙ୍କୁ ନ୍ଯାଯ ପ୍ରଦାନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ଵା ନ୍ୟାୟ ବିଚାରର କଥା କହେ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ବ୍ୟକ୍ତି ଜ୍ଞାନର ଉପଦେଶ ଦିଏ। ତା’ର ନିଷ୍ପତ୍ତି ସମସ୍ତଙ୍କୁ ନ୍ୟାୟ ପ୍ରଦାନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ୱା ନ୍ୟାୟ ବିଚାରର କଥା କହେ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ୱା ନ୍ୟାୟ ବିଚାରର କଥା କହେ।