Psalms 37:31 — Compare Translations

5 translations compared side by side

Odia - 1840
"ସେ ସଦାପ୍ରଭୁଙ୍କ ଉପଦେଶ ସବୁ ଶିଖିଥାଏ। ତଣେୁ ସେ କବେେ ହେଲେ ସହେି ପଥରୁ ବିଚ୍ଯୁତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ପରମେଶ୍ଵରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସଦାପ୍ରଭୁଙ୍କ ଉପଦେଶ ସବୁ ଶିଖିଥାଏ। ତେଣୁ ସେ କେବେହେଲେ ସେହି ପଥରୁ ବିଚ୍ୟୁତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ।