Psalms 37:32 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ।